Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୩୫୨୦ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୫୫୯ ଡିସଚାର୍ଜ

29/06/2021 at 8:10 PM

ଭୁବନେଶ୍ବର୨୯/ ୦୬ : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୫୨୦ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୭୪ ହଜାର ୩୦୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ସର୍ବାଧିକ ୫୫୯ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୬୪୨୯ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୧୨୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୩୩୬୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୭୪ ହଜାର ୩୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୬୮୪୨୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts