Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

25/10/2021 at 6:28 PM

ଭୁବନେଶ୍ବର ୨୫/୧୦ : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୨୬ ହଜାର ୨୭୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ଜଣ ରହିଛନ୍ତି ।

   Related Posts