Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୩୬୪୪ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୫୦୨ ଡିସଚାର୍ଜ

25/06/2021 at 7:39 PM

ଭୁବନେଶ୍ବର ୨୫/ ୦୬ : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୪୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୬୦ ହଜାର ୧୪୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୦୨ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୯୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯୩୫୦୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୭୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୨୩୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୩୩୧୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୬୦ ହଜାର ୧୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୪୧୭୩୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts