Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

8/11/2021 at 7:22 PM

ଭୁବନେଶ୍ବର ୦୮/୧୧ : ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ସୋମବାର ସୁସ୍ଥ ହୋଇଛନ୍ତି ଆଉ ୩୬୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୩୨ ହଜାର ୫୬୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୭୦ ଜଣ ରହିଛନ୍ତି ।

   Related Posts