Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୧୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

24/10/2021 at 8:24 PM

ଭୁବନେଶ୍ବର ୨୪/୧୦ : ରାଜ୍ୟରେ ସୁସ୍ଥ ହେଲେ ଆଉ ୪୧୦ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୨୫ ହଜାର ୯୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୨୬ ଜଣ ରହିଛନ୍ତି ।

   Related Posts