ଭୁବନେଶ୍ବର ୨୪/୧୦ : ରାଜ୍ୟରେ ସୁସ୍ଥ ହେଲେ ଆଉ ୪୧୦ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୨୫ ହଜାର ୯୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୨୬ ଜଣ ରହିଛନ୍ତି ।
wp:embed {"url":"https://twitter.com/HFWOdisha/status/1452240680399654916","type":"rich","providerNameSlug":"twitter","responsive":true} /wp:embedପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ, ହିଞ୍...