Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୨୫ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

6/11/2021 at 7:11 PM

ଭୁବନେଶ୍ବର ୦୬/୧୧ : ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ଶନିବାର ସୁସ୍ଥ ହୋଇଛନ୍ତି ଆଉ ୪୨୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୩୧ ହଜାର ୮୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୮୪ ଜଣ ରହିଛନ୍ତି ।

   Related Posts