ଭୁବନେଶ୍ବର ୦୬/୧୦ : ରାଜ୍ୟରେ ସୁସ୍ଥ ହେଲେ ଆଉ ୪୨୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୧୬ ହଜାର ୫୯୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୬୨ ଜଣ ରହିଛନ୍ତି ।
wp:embed {"url":"https://twitter.com/HFWOdisha/status/1445722619588665350","type":"rich","providerNameSlug":"twitter","responsive":true} /wp:embedଓଡ଼ିଶାରେ ବିଜେଡି ସହ କାହିଁକି ମେଣ୍ଟ କଲାନି ବିଜେପି?...