Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୪୭ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

4/11/2021 at 8:24 PM

ଭୁବନେଶ୍ବର ୦୪/୧୧ : ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ଗୁରୁବାର ସୁସ୍ଥ ହୋଇଛନ୍ତି ଆଉ ୪୪୭ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୩୦ ହଜାର ୮୮୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୦୭ ଜଣ ରହିଛନ୍ତି ।

   Related Posts