Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୫୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

31/10/2021 at 8:24 PM

ଭୁବନେଶ୍ବର ୩୧/୧୦ : ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ଆଜି ସୁସ୍ଥ ହୋଇଛନ୍ତି ଆଉ ୪୫୦ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୨୯ ହଜାର ୧୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୪୩ ଜଣ ରହିଛନ୍ତି ।

   Related Posts