Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୪୫୮୭ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୬୭୧ ଡିସଚାର୍ଜ

21/06/2021 at 6:29 PM

ଭୁବନେଶ୍ବର୨୧/ ୦୬ : ରାଜ୍ୟରେ ସୁସ୍ଥ ହେଲେ ଆଉ ୪୫୮୭ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୪୪ ହଜାର ୮୦୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୭୧ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୦୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୮୦୫୩୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୩୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୨୯୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୩୬୬୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୪୪ ହଜାର ୮୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୧୫୬୧୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts