ରାଜ୍ୟରେ ସୁସ୍ଥ ହେଲେ ଆଉ ୪୬୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

Published By : Prameya-News7 Bureau | October 11, 2021 IST

ଭୁବନେଶ୍ବର ୧୧/୧୦ : ରାଜ୍ୟରେ ସୁସ୍ଥ ହେଲେ ଆଉ ୪୬୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୧୯ ହଜାର ୨୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୦୭ ଜଣ ରହିଛନ୍ତି ।

wp:embed {"url":"https://twitter.com/HFWOdisha/status/1447528232480165893","type":"rich","providerNameSlug":"twitter","responsive":true}
https://twitter.com/HFWOdisha/status/1447528232480165893
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.