Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

୨୦ ଜିଲ୍ଲାରୁ ସୁସ୍ଥ ହେଲେ ୫୦୫ ଜଣ କରୋନା ସଂକ୍ରମିତ, ଗଞ୍ଜାମରେ ରହିଛନ୍ତି ସର୍ବାଧିକ

13/07/2020 at 6:21 PM

ଭୁବନେଶ୍ବର୧୩/୭: ପୁଣି ସୁସ୍ଥ ହେଲେ ୫୦୫ ଜଣ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଳାରୁ ୨୪୮, ସୁନ୍ଦରଗଡ଼ ଜିଲ୍ଲାରୁ ୭୧, ଖୋର୍ଦ୍ଧାରୁ ୫୨, କଟକରୁ ୪୫, ପୁରୀରୁ ୧୧, ଗଜପତିରୁ ୧୦, ନବରଙ୍ଗପୁରରୁ ୯, ଯାଜପୁରରୁ ୮, ନୟାଗଡ଼ରୁ ୮ , ଜଗତସିଂହପୁରରୁ ୭ ଜଣ, ଭଦ୍ରକ ଓ ଢ଼େଙ୍କାନାଳ ଜିଲ୍ଲାରୁ ୬ ଜଣ ଲେଖାଏଁ, ଅନୁଗୋଳରୁ ୫, କନ୍ଧମାଳ, କେନ୍ଦ୍ରପଡା ଏବଂ କୋରାପୁଟରୁ ୪ ଜଣ ଲେଖାଏଁ, ବରଗଡ଼ରୁ ୩ ଜଣ, କେନ୍ଦୁଝରରୁ ୨ ଏବଂ ଝାରସୁଗୁଡା ଓ ରାୟଗଡ଼ ଜିଲ୍ଲାରୁ ୧ ଲେଖାଏଁ  କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। 

ସେହିପରି ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୫୫ ଜଣ ସୁସ୍ଥ  ହୋଇ ଘରକୁ ଫେରିଛନ୍ତି। ରାଜ୍ୟରେ ଯେତିକି କରୋନା ଆକ୍ରାନ୍ତ ସୁସ୍ଥ ହେଉଛନ୍ତି, ସେହିପରି  ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେବେ ବର୍ତ୍ତମାନରେ  ରାଜ୍ୟର ବିଭିନ୍ନ ସ୍ଥାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି।

   Related Posts