Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୪୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

28/10/2021 at 7:22 PM

ଭୁବନେଶ୍ବର ୨୮/୧୦ : ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ଆଜି ସୁସ୍ଥ ହୋଇଛନ୍ତି ଆଉ ୫୪୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୨୭ ହଜାର ୬୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୦୩ ଜଣ ରହିଛନ୍ତି ।

   Related Posts