Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୫୫୭୯ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୫୯୫ ଡିସଚାର୍ଜ

16/06/2021 at 8:31 PM

ଭୁବନେଶ୍ବର ୧୬/ ୦୬ : ରାଜ୍ୟରେ ସୁସ୍ଥ ହେଲେ ଆଉ ୫୫୭୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୧୭ ହଜାର ୩୫୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୯୫ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୩୦୬୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୧୬ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୫୧୯ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୭୭୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୧୭ ହଜାର ୩୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୮୩୬୪୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts