Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

21/10/2021 at 8:14 PM

ଭୁବନେଶ୍ବର ୨୧/୧୦ : ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୨୪ ହଜାର ୪୨୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଜଣ ରହିଛନ୍ତି ।

   Related Posts