ଭୁବନେଶ୍ବର ୨୨/୧୦ : ରାଜ୍ୟରେ ସୁସ୍ଥ ହେଲେ ଆଉ ୬୦୩ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୨୫ ହଜାର ୦୨୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୨୩ ଜଣ ରହିଛନ୍ତି ।
wp:embed {"url":"https://twitter.com/HFWOdisha/status/1451540764186460162","type":"rich","providerNameSlug":"twitter","responsive":true} /wp:embedମିଳିଲାନି ଟିକେଟ୍, ଅସନ୍ତୁଷ୍ଟକୁ ଥଇଥାନ କଲା ବିଜେଡି...