Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୧୭୬ କରୋନା ଆକ୍ରାନ୍ତ, ଚିନ୍ତା ବଢାଉଛି ସଂକ୍ରମଣ ବୃଦ୍ଧି

5/05/2021 at 7:15 PM

ଭୁବନେଶ୍ବର ୦୫/୦୫ : ରାଜ୍ୟରେ ବୁଧବାର ସୁସ୍ଥ ହୋଇଛନ୍ତି ଆଉ ୬୧୭୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏଯାଏଁ ମୋଟ ୪ ଲକ୍ଷ ୧୬ ହଜାର ୪୦୩ ଜଣ ସୁସ୍ଥ ହୋଇସାରିଲାଣି । ଏ ନେଇ ଟ୍ବିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୯୮୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୯୬୪୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୬୧୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୨୭୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏଥି ମଧ୍ୟରୁ ୭୭୨୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୧୬୪୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୩୧୯୧୦୪ସାମ୍ପୁଲ ଟେଷ୍ଟ୍ ହୋଇଛି

   Related Posts