ଭୁବନେଶ୍ବରରୁ ଆଉ ୬୯ କରୋନା ସଂକ୍ରମିତ ଚିହ୍ନଟ, ସୁସ୍ଥ ହେଲେ ୭୪ ଜଣ

Published By : Prameya-News7 Bureau | November 12, 2020 IST

ଭୁବନେଶ୍ୱର ୧୨।୧୧: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୬୫ରେ ପହଞ୍ଚିଛି । ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୬ ଜଣ ରହିଥିବା ବେଳେ ୫୩ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୭୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୯୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୫୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୦୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮୭ ଜଣଙ୍କର ମୃତ୍ୟୁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.