Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଭୁବନେଶ୍ବରରୁ ଆଉ ୬୯ କରୋନା ସଂକ୍ରମିତ ଚିହ୍ନଟ, ସୁସ୍ଥ ହେଲେ ୭୪ ଜଣ

12/11/2020 at 4:02 PM

ଭୁବନେଶ୍ୱର ୧୨।୧୧: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୬୫ରେ ପହଞ୍ଚିଛି । ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୬ ଜଣ ରହିଥିବା ବେଳେ ୫୩ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୭୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୯୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୫୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୦୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮୭ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts