Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

କଟକରୁ ଆଉ ୭୪ କରୋନା ସଂକ୍ରମିତ ଚିହ୍ନଟ, ୧୩୫୪୨ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

12/10/2020 at 5:34 PM

କଟକ ୧୨।୧୦: ରାଜ୍ୟରେ ବଢି ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । କଟକ ଜିଲ୍ଲାରୁ ୧୧୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ କଟକ ସହରରୁ ୭୪ କରୋନା ସଂକ୍ରମିତ ଚିହ୍ନଟ ରହିଛନ୍ତି । ୭୪ ସଂକ୍ରମିତଙ୍କ ମଧ୍ୟରୁ ୧୯ ଜଣ ହୋମ୍ କ୍ବାରେଣ୍ଟାଇନ୍ ରେ ଥିବା ବେଳେ ୧୬ ଜଣ ଆନୁଷ୍ଠାନିକ କ୍ବାରେଣ୍ଟାଇନ୍ ରେ ରହିଥିଲେ । ଅନ୍ୟ ୩୯ ଜଣ ସ୍ଥାନୀୟ ଅଞ୍ଚଳର ସଂକ୍ରମିତ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, କଟକ ସହରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୫୪୨ରେ ପହଞ୍ଚିଛି । ସେଥିମଧ୍ୟରୁ ଆକ୍ଟିଭ କେସ୍ ୮୯୧ ଥିବାବେଳେ ୫୬ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । ମୋଟ୍ ୧୨,୫୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts