Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୧୬ କରୋନା ଆକ୍ରାନ୍ତ, ଅନୁଗୁଳରୁ ସର୍ବାଧିକ ଡିସଚାର୍ଜ

5/06/2021 at 8:18 PM

ଭୁବନେଶ୍ବର ୦୫/ ୦୬ : ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୧୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୭ ଲକ୍ଷ ୩୨ ହଜାର ୧୮ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ସର୍ବାଧିକ ୯୬୬ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୩୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୦୬୦୯୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୬୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୨୨୬ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୭୮୬୮୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୨୪୪୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୧୧୧୧୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts