Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ଖୁସି ଖବର: ରାଜ୍ୟର ବିଭିନ୍ନ ଜିଲ୍ଲାରୁ ସୁସ୍ଥ ହେଲେ ୭୯ କରୋନା ସଂକ୍ରମିତ

27/05/2020 at 4:08 PM

ଭୁବନେଶ୍ବର୨୭/୫: ରାଜ୍ୟ ଲାଗି ଏକ ଆଶ୍ବସ୍ତିକର ଖବର। ରାଜ୍ୟରେ ପୁଣି ୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନେ ହେଲେ ଗଞ୍ଜାମ ଜିଲ୍ଲାରୁ ୧୧, ଯାଜପୁରରୁ ୫, ବାଲେଶ୍ବରରୁ ୧୭, କଟକରୁ ୪, ଭଦ୍ରକରୁ ୨୮, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୨, ବଲାଙ୍ଗୀରରୁ ୨ ଏବଂ ପୁରୀରୁ ୭ ଜଣ ଅଛନ୍ତି। ରାଜ୍ୟରେ ମୋଟ୍ ୮୧୨ ଜଣ କରୋନା ସଂକ୍ରମିତି ସୁସ୍ଥ ହୋଇଛନ୍ତି।

   Related Posts