Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୮୮୩୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୦୯୫ ଡିସଚାର୍ଜ

8/06/2021 at 6:04 PM

ଭୁବନେଶ୍ବର ୦୮/ ୦୬ : ରାଜ୍ୟରେ ସୁସ୍ଥ ହେଲେ ଆଉ ୮୮୩୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୭ ଲକ୍ଷ ୫୬ ହଜାର ୬୪୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୦୯୫ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୨୫୧୧୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୩୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୫୬୪ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୭୪୧୭୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୪୭୮୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୩୧୯୧୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts