Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

କଟକରୁ ଆଉ ୯୨ କରୋନା ସଂକ୍ରମିତ ଚିହ୍ନଟ, ୧୩୪୧୭ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

10/10/2020 at 4:02 PM

କଟକ ୧୦।୧୦: ରାଜ୍ୟରେ ବଢି ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । କଟକ ଜିଲ୍ଲାରୁ ୨୪୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ କଟକ ସହରରୁ ୯୨ କରୋନା ସଂକ୍ରମିତ ଚିହ୍ନଟ ରହିଛନ୍ତି । ୯୨ ସଂକ୍ରମିତଙ୍କ ମଧ୍ୟରୁ ୨୬ ଜଣ ହୋମ୍ କ୍ବାରେଣ୍ଟାଇନ୍ ରେ ଥିବା ବେଳେ ୨୬ ଜଣ ଆନୁଷ୍ଠାନିକ କ୍ବାରେଣ୍ଟାଇନ୍ ରେ ରହିଥିଲେ । ଅନ୍ୟ ୪୦ ଜଣ ସ୍ଥାନୀୟ ଅଞ୍ଚଳର ସଂକ୍ରମିତ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, କଟକ ସହରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୪୧୭ରେ ପହଞ୍ଚିଛି । ସେଥିମଧ୍ୟରୁ ଆକ୍ଟିଭ କେସ୍ ୧୦୮୭ ଥିବାବେଳେ ୫୬ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । ମୋଟ୍ ୧୨,୨୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts