Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଦକ୍ଷିଣ ଓଡିଶାରେ ହେବ ହସ୍ତୀ ଅଭୟାରଣ୍ୟ

12/12/2019 at 2:49 PM

ଭୁବନେଶ୍ବର ୧୨।୧୨: ହାତୀ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ନୂଆ ଉଦ୍ୟମ । ଦକ୍ଷିଣ ଓଡିଶାରେ ହେବ ହସ୍ତୀ ଅଭୟାରଣ୍ୟ । କନ୍ଧମାଳ ଓ ବ୍ରହ୍ମପୁର ମଧ୍ୟବର୍ତ୍ତୀ ଅଞ୍ଚଳରେ ଏହି ଅଭୟାରଣ୍ୟ ହେବ । ହାତୀ ସୁରକ୍ଷା ଲାଗି ଟେକ୍ନୋଲଜିର ବ୍ୟବହାର କରିବାକୁ ଆଇଆଇଟି ଭୁବନେଶ୍ବର ସହ ବନ ବିଭାଗ ଆଲୋଚନା କରିଛି । ହାତୀଙ୍କ ଉପସ୍ଥିତି ନେଇ ଲୋକଙ୍କୁ ସତର୍କ କରାଯିବ। ଏଥିପାଇଁ ନୂଆ ଇନଫ୍ରା ରେଞ୍ଜ ଯନ୍ତ୍ର ପ୍ରସ୍ତୁତ କରାଯିବ । ଚିଫ୍ ୱାଇଲ୍ଡ ଲାଇଫ୍ ୱାର୍ଡନ୍ ହରିଶଙ୍କର ଉପାଧ୍ୟାୟ ଏନେଇ ସୂଚନା ଦେଇଛନ୍ତି ।

   Related Posts