Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ନିର୍ବାଚନରେ କରୋନା ନିୟମର ଖୁଲମ୍‌ଖୁଲା ଉଲଙ୍ଘନ, ଏପ୍ରିଲ୍‌ ୧୬ରେ ସର୍ବଦଳୀୟ ବୈଠକ ଡକାଇଲେ ନିର୍ବାଚନ ଆୟୋଗ
  • ||
  • ଭୁବନେଶ୍ବର : ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ପରଲୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ପରୀକ୍ଷା ହେବ କି ନାହିଁ ସେନେଇ ଚିନ୍ତା କରିବୁ – ଗଣଶିକ୍ଷା ମନ୍ତ୍ରୀ
  • ||
  • ଯାଜପୁର : ଏକ ତରଫା ପ୍ରେମରୁ ଯୁବକଙ୍କ ଉନ୍ମତକାଣ୍ଡ, ବାହା ହେବାକୁ ରାଜି ନହେବାରୁ ସମ୍ପର୍କୀୟ ଭଉଣୀଙ୍କୁ ଚେଙ୍କ ଦେଲା ଭାଇ
  • ||
  • ବାଲେଶ୍ବର : ସମୁଦ୍ରରେ ମାଛ ଧରା ବନ୍ଦ, ଆଜିଠୁ ଜୁନ୍ ୧୫ ଯାଏଁ ବଳବତ୍ତର ରହିବ କଟକଣା
  • ||
  • ଭୁବନେଶ୍ବର : କୋଭିଡ୍ ନିୟମ ଉଲଂଘନକାରୀଙ୍କଠୁ ୨ କୋଟି ୧୭ ଲକ୍ଷ ଟଙ୍କା ଫାଇନ୍ ଆଦାୟ
  • ||
  • ଭୁବନେଶ୍ବର : ୟେଲୋ ଜୋନ୍‌କୁ ଗଲା ୫ ଜିଲ୍ଲା, ପୂର୍ବରୁ ୨ ଜିଲ୍ଲା ରହିଛି ରେଡ୍ ଜୋନ୍‌ରେ
  • ||
  • ଝାରସୁଗୁଡା : କୋଇଲା ଖଣି ମ୍ୟାନେଜର ଅଫିସରୁ ମହିଳା କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ମାଲକାନଗିରି : ମାଲକାନଗିରିରୁ ଛତିଶଗଡକୁ ସଂଯୋଗ ସମସ୍ତ ରାସ୍ତା ସିଲ୍, ଅପ୍ରେଲ ୩୦ଯାଏଁ ବସ୍ ଚଳାଚଳ ଠପ୍
  • ||
  • CBSE ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ, ଛାତ୍ରଛାତ୍ରୀଙ୍କ ମାର୍କ ସ୍ଥିର କରିବ ବୋର୍ଡ
  • ||

ଗଞ୍ଜାମରେ ଆଉ ୪ କରୋନା ଯୋଦ୍ଧା କୋଭିଡ୍ ପଜିଟିଭ୍

28/06/2020 at 2:12 PM

ଖଲ୍ଲିକୋଟ ୨୮।୬: ଗଞ୍ଜାମ ପୋଲିସ୍ ଜିଲ୍ଲାର ଆଉ ୪ ଜଣ କରୋନା ଯୋଦ୍ଧା କୋଭିଡ୍-୧୯ ପଜିଟିଭ୍ ହୋଇଛନ୍ତି । ଏନେଇ ଗଞ୍ଜାମ ଏସପି ବ୍ରିଜେଶ କୁମାର ରାୟ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରିଛନ୍ତି । ସମସ୍ତଙ୍କ ଚିକିତ୍ସା ଚାଲିଛି । ସମସ୍ତଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ଏସପି ।

ଏହା ପୂର୍ବରୁ ମଧ୍ୟ ପୋଲିସ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ସେଥିରୁ କିଛି ପୋଲିସ ସୁସ୍ଥ ହୋଇ କାର୍ଯ୍ୟରେ ଯୋଗ ଦେଇଛନ୍ତି । ତେବେ ଜିଲ୍ଲାରେ ହୁ ହୁ ହୋଇ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ସେମାନଙ୍କ ସଂସ୍ପର୍ଶରେ ଆସି କିଛି କରୋନା ଯୋଦ୍ଧାମାନେ ମଧ୍ୟ ଆକ୍ରାନ୍ତ ହେଉଛନ୍ତି ।

ଗଞ୍ଜାମ ଜିଲ୍ଲାରେ ରବିବାର ପୁଣି ୭୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଥିଲା ।

   Related Posts