Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୬କୁ ବୃଦ୍ଧି
  • ||
  • ଭୁବନେଶ୍ବର : ୪ ଦିନିଆ ରିମାଣ୍ଡରେ ଯିବେ ୨ କଣ୍ଟ୍ରାକ୍ଟ କିଲର, ଏସଡିଜେଏମ୍ କୋର୍ଟ ଦେଲେ ଅନୁମତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୫ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ସଂକ୍ରମିତ, ୧୦୫୦୭୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ବର୍ଷା-ଅନୁଭବ ବିବାଦ : ମାମଲାକୁ କଟକ ସ୍ଥାନାନ୍ତର ପାଇଁ ବର୍ଷାଙ୍କ ଆବେଦନ ଉପରେ ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି

16/10/2020 at 10:29 AM

ନୂଆଦିଲ୍ଲୀ ୧୬।୧୦: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ବିବାଦ ମାମଲାରେ ବର୍ଷାଙ୍କ ଟ୍ରାନ୍ସଫର ପିଟିସନ ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହେବ । ସୁପ୍ରିମକୋର୍ଟରେ ଭିଡିଓ କନଫରେନ୍ସିଂ ଜରିଆରେ ଶୁଣାଣି ହେବ ।

ପୂର୍ବରୁ ଦିଲ୍ଲୀର ପଟିଆଲା ହାଉସ୍ କୋର୍ଟରେ ଅନୁଭବ ମହାନ୍ତି ଦାୟର କରିଥିବା ଛାଡପତ୍ର ମାମଲାକୁ କଟକ ସ୍ଥାନାନ୍ତର କରିବା ପାଇଁ ବର୍ଷା ସୁପ୍ରମିକୋର୍ଟରେ ଆବେଦନ କରିଥିଲେ । ଅକ୍ଟୋବର ୭ରେ ଦିଲ୍ଲୀରେ ପଟିଆଲା ହାଉସ୍  କୋର୍ଟ ବର୍ଷାଙ୍କୁ ସମନ ଜାରି କରି ଡିସେମ୍ବରରେ ହେବାକୁ ଥିବା ଶୁଣାଣିରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ।

ତେବେ ଆଜି ସୁପ୍ରିମକୋର୍ଟ କୋର୍ଟ ଛାଡପତ୍ର ଶୁଣାଣିକୁ ସ୍ଥାନାନ୍ତର କରିବା ପାଇଁ କଣ ନିଷ୍ପତ୍ତି ନେବେ ତା ଉପରେ ନଜର ରହିବ।

   Related Posts