Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଷ୍ଟ୍ରାଟେଜିକ ଫୋର୍ସ କମାଣ୍ଡର ମୁଖ୍ୟ ଭାବେ ନିଯୁକ୍ତ ହେଲେ ଏୟାର ଚିଫ୍ ଏନ୍ଏସ୍ ଧିଲୋଁ

31/03/2019 at 2:20 AM

ନୂଆଦିଲ୍ଲୀ ୩୦/୩ : ବାୟୁସେନାର ମୁଖ୍ୟ ଏୟାର୍‌ ଚିଫ୍ ମାର୍ସାଲ୍‌ ଏନ୍‌ଏସ୍‌ ଧିଲୋଁଙ୍କୁ ନୂଆ ଦାୟତ୍ୱ ତଥା ଷ୍ଟ୍ରାଟେଜିକ ଫୋର୍ସ କମାଣ୍ଡର ମୁଖ୍ୟ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ ଏନ୍‌ଏସ୍ ଧିଲୋଁ ଦେଶର ପରମାଣୁ ଅସ୍ତ୍ରଭଣ୍ଡାର ଦାୟିତ୍ୱରେ ରହିବ ।

   Related Posts