Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଅପସରାଙ୍କ ଅଜବ ପ୍ରକାର ଡ୍ୟାନ୍ସ ଭିଡିଓ ଭାଇରାଲ…

11/10/2020 at 7:20 PM

ଗୋଆ୧୧/୧୦: କିଛିମାସ ତଳେ ଚର୍ଚ୍ଚାରେ ଥିବା ବଲିଉଡ୍‌ ଅଭିନେତ୍ରୀ ଅପସରା ରାଣୀଙ୍କ ଡ୍ୟାନ୍ସ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।ଯେଉଁ ଭିଡିଓକୁ ଶ୍ରେୟା ବାନାର୍ଜୀ ନିଜ ଇଷ୍ଟାଗ୍ରାମ ପେଜ୍‌ରେ ସେୟାର କରିଛନ୍ତି।

ଗୋଆରେ ବଲିଉଡର ହାସ୍ୟ ଅଭିନେତା ରାଜପାଲ ଯାଦବଙ୍କ ସହ ଅପସରା ଡ୍ୟାନ୍ସ କରୁଥିବାର ନଜର ଆସିଥିଲେ। ବର୍ତ୍ତମାନ ଏହି ଭିଡିଓଟିକୁ ୩ ହଜାର ୟୁଜର ଦେଖି ସାରିଲେଣି। ଗତ ମାସ ତଳେ ଅପସରାଙ୍କୁ ନେଇ ସୋସିଆଲ ମିଡିଆରେ ବେଶ ଚର୍ଚ୍ଚା ହୋଇଥିଲା।

   Related Posts