Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||
  • ଆହତ ହାତୀର ଚିକିତ୍ସା କଲା ବନ ବିଭାଗ, ବାରହା ଫାଶରେ ପଡି ଗୋଡରେ ହୋଇଥିଲା କ୍ଷତ
  • ||
  • ଖସିବ ପାରଦ ବଢିବ ଶୀତ, ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି
  • ||

୫ ରାଜ୍ୟ ପାଇଁ ନୂଆ ରାଜ୍ୟପାଳ ନିଯୁକ୍ତ, ଆରିଫ୍ ମହମ୍ମଦ ହେଲେ କେରଳର ରାଜ୍ୟପାଳ

1/09/2019 at 12:01 PM

ନୂଆଦିଲ୍ଲୀ୧|୯: ରବିବାର ଦିନ ରାଷ୍ଟ୍ରପତିଙ୍କ ଦ୍ବାରା ୫ ଜଣ ରାଜ୍ୟପାଳଙ୍କୁ ନୂଆ ସ୍ଥାନରେ ନିଯୁକ୍ତି କରାଯାଇଛି। ଏଥିସହ କଲରାଜ ମିଶ୍ରଙ୍କୁ ରାଜସ୍ଥାନର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ସେ ହିମାଚଳ ପ୍ରଦେଶର ରାଜ୍ୟପାଳ ଭାବେ କାର୍ଯ୍ୟଭାର ସମ୍ଭାଳିଥିଲେ। କଲରାଜଙ୍କ ସ୍ଥାନରେ ବଣ୍ଡାରୁ ଦତ୍ତତ୍ରେୟଙ୍କୁ ହିମାଚଳ ପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି କରାଯାଇଛି।

ଏହା ବ୍ୟତୀତ ଭଗତ ସିଂହ କୋଶୟାରୀଙ୍କୁ ମହରାଷ୍ଟ୍ରର ରାଜ୍ୟପାଳ ଭାବେ ନିଯୁକ୍ତି କରାଯାଇଛି। ସେହିପରି ଆରିଫ ମହମ୍ମଦ ଖାନଙ୍କୁ କେରଳର ନୂଆ ରାଜ୍ୟପାଳ ଭାବେ ଦାୟିତ୍ବ ଦିଆଯାଇଛି। ତାମିଲିସାଇ ସୌନ୍ଦରରାଜନଙ୍କୁ ତେଲେଙ୍ଗାନାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି କରାଯାଇଛି। 

   Related Posts