Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୧୫ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ଅର୍ଜୁନ କପୁର କରୋନା ପଜିଟିଭ ଚିହ୍ନଟ

6/09/2020 at 2:35 PM

ମୁମ୍ବାଇ ୦୬/୦୯ : ବଲିଉଡ ଅଭିନେତା ଅର୍ଜୁନ କପୁର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ନିଜ ଇନ୍ସଟାଗ୍ରାମ ଆକାଉଣ୍ଟରେ ପୋଷ୍ଟ କରି ଅର୍ଜୁନ ସୂଚନା ଦେଇଛନ୍ତି | ସେ ଲେଖିଛନ୍ତି ଯେ, ସେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ସେ ସୁସ୍ଥ ଅନୁଭୂତ କରୁଛନ୍ତି | ଡାକ୍ତରଙ୍କ ପରାମର୍ଶରେ ସେ ନିଜକୁ ହୋମ କ୍ଵାରେଣ୍ଟାଇନ କରିଛନ୍ତି | ତାଙ୍କୁ ସପୋର୍ଟ କରିଥିବାରୁ ସେ ସମସ୍ତଙ୍କୁ ଆଡ଼ଭାନ୍ସ ଧନ୍ୟବାଦ ଜଣାଇଛନ୍ତି | ତେବେ ନିଜ ସ୍ୱାସ୍ଥ୍ୟ ସମ୍ବନ୍ଧରେ ସେ ଆଗକୁ ସୂଚନା ଦେବେ ବୋଲି କହିଛନ୍ତି | ମନବତା ଏହି ଭାଇରସକୁ ହରାଇ ନିଶ୍ଚୟ ଜିତିବ ବୋଲି କହିଛନ୍ତି ଅର୍ଜୁନ |

View this post on Instagram

🙏🏽

A post shared by Arjun Kapoor (@arjunkapoor) on

   Related Posts