Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଫ୍ଟ ମାଗି ଯାଉଥିଲେ ଘରକୁ, ଦୁର୍ଘଟଣାରେ ମା’ପୁଅ ସମେତ ୪ ଜଣଙ୍କ ମୃତ୍ୟୁ
  • ||
  • ଦେଶରେ ତଳମୁହାଁ କରୋନା ଗ୍ରାଫ୍: ଓଡ଼ିଶାରେ ମଧ୍ୟ ହ୍ରାସ ପାଇଛି ସଂକ୍ରମଣ
  • ||
  • ସ୍କୁଲ ଫି’ ଛାଡ଼ ମାମଲା: ସପ୍ତାହେ ଭିତରେ ରିପୋର୍ଟ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||
  • ଦୁର୍ବଳ ହେଉଛି ଭାରତୀୟ ଆଖି
  • ||
  • ପୁରୀ : ସ୍ବର୍ଗଦ୍ବାରରୁ ହଟିଲା କଟକଣା, ଏଣିକି ଅନ୍ୟ ଜିଲ୍ଲାର ଶବ ହେବ ସତ୍କାର
  • ||
  • ଲଦାଖ: ଡେମଚୋକ୍‌ରେ ଭାରତୀୟ ସେନା ହାତରେ ଧରାପଡିଲେ ଚୀନ ସୈନିକ, ମିଳିଛି ଗୁରୁତ୍ଵପୂର୍ଣ୍ଣ ଦସ୍ତାବିଜ
  • ||
  • ଘରୋଇ କର୍ମଚାରୀଙ୍କ ପାଇଁ ବଡ ଖବର : ଦୀପାବଳି ପୂର୍ବରୁ ନୂଆ ପ୍ୟାକେଜ୍ ଘୋଷଣା କରିପାରନ୍ତି ସରକାର
  • ||
  • ଲୋକ ଭବନ ସମ୍ମୁଖରେ ଦୁଇ ଶିଶୁ ସହ ପତି-ପତ୍ନୀଙ୍କ ଆତ୍ମଦାହ ଉଦ୍ୟମ, ଉଦ୍ଧାର କଲା ପୋଲିସ
  • ||
  • ପୁଅ ଆସି ପଡୋଶୀଙ୍କୁ କହିଲା-ବାପା ଉଠୁନାହାନ୍ତି, ଦେଖିଲା ବେଳକୁ ଘରେ ପଡିଥିଲା ଦୁଇଟି ମୃତଦେହ
  • ||
  • ଗେହଲଟ୍ ସରକାରଙ୍କ ନିଷ୍ପତ୍ତି: ୧୩ ଅନ୍ତରାଷ୍ଟ୍ରୀୟ ଖେଳାଳିଙ୍କୁ ୨୫-୨୫ ଏକର ଜମି ଆବଣ୍ଟନ କରିବାକୁ ଘୋଷଣା
  • ||

ମହାରାଷ୍ଟ୍ର ବିଧାନ ପରିଷଦରେ ଅର୍ଣ୍ଣବ ଗୋସ୍ୱାମୀ ଏବଂ କଙ୍ଗନାଙ୍କ ବିରୋଧରେ ପ୍ରସ୍ତାବ ଗୃହୀତ, ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅସମ୍ମାନ ଏବଂ ମୁମ୍ବାଇ ବିରୋଧରେ ମନ୍ତବ୍ୟ ଅଭିଯୋଗକୁ ଗ୍ରହଣ କଲେ ବାଚସ୍ପତି

8/09/2020 at 6:57 PM

ମୁମ୍ବାଇ, ୦୮|୦୯  :  ମୁମ୍ବାଇକୁ ପିଓକେ ସହ ତୁଳନା କରିବା ପରେ କଙ୍ଗନା ରଣାଓ୍ୱତଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି । ଏହାସହ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ସାକ୍ଷାତକାର ପାଇଁ ଚ୍ୟାଲେଞ୍ଜ୍ ଦେଇଥିବା ରିପବ୍ଲିକ୍ ଟିଭି ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କ ବିରୋଧରେ ମହାରାଷ୍ଟ୍ର ବିଧାନ ପରିଷଦର ଅଧ୍ୟକ୍ଷ ରାମରାଜେ ନାଇକ ବିଶେଷାଧିକାର ହନନ ବା ମର୍ଯ୍ୟାଦା ହାନି ପ୍ରସ୍ତାବ ସ୍ୱୀକାର କରିଛନ୍ତି ।

ଅର୍ଣ୍ଣବ ଗୋସ୍ୱାମୀଙ୍କ ଉପରେ ଉଦ୍ଧବ ଠାକରେଙ୍କ ବିରୋଧରେ ଅପମାନଜନକ ଟିପ୍ପଣୀ ଲଗାଇଛି ଶିବସେନା । ଏହାସହ କଙ୍ଗନା ରଣାଓ୍ୱତଙ୍କ ବିରୋଧରେ କଂଗ୍ରେସ ବିଧାୟକ ଅଶୋକ ଜଗତାପ ବିଶେଷାଧିକାର ହନନ ପ୍ରସ୍ତାବ ଆଗତ କରିଛନ୍ତି ।

ସୂଚନାଯୋଗ୍ୟ, ଗତ କିଛିଦିନ ତଳେ କଙ୍ଗନା ରଣାଓ୍ୱତ ମୁମ୍ବାଇକୁ ପିଓକେ ସହ ତୁଳନା କରିଥିଲେ । ଏନେଇ ସେ ଟ୍ୱିଟରରେ ଶିବସେନା ମୁଖପାତ୍ର ସଞ୍ଜୟ ରାଓ୍ୱତଙ୍କୁ ମଧ୍ୟ ସମାଲୋଚନା କରିଥିଲେ । ସେହିପରି ଅର୍ଣ୍ଣବ ଗୋସ୍ୱାମୀ ଟିଭି ପ୍ରୋଗ୍ରାମରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ସାକ୍ଷାତକାର ଦେବାକୁ ଖୋଲା ଚ୍ୟାଲେଞ୍ଜ୍ କରିଥିଲେ ।

   Related Posts