Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ପ୍ରବାସୀଙ୍କୁ ନେଇ ଆସୁଛି ଶ୍ରମିକ ସ୍ପେଶାଲ ଟ୍ରେନ୍, ଭଦ୍ରକ ଷ୍ଟେସନରେ ବ୍ୟାପକ ବ୍ୟବସ୍ଥା

12/05/2020 at 11:19 AM

ଭଦ୍ରକ ୧୨।୫: ମଙ୍ଗଳବାର ପ୍ରବାସୀଙ୍କୁ ନେଇ ଭଦ୍ରକ ଆସୁଛି ଶ୍ରମିକ ସ୍ପେଶାଲ ଟ୍ରେନ୍ । ଆନ୍ଧ୍ରପ୍ରଦେଶର ମଙ୍ଗଳଗିରିରୁ ଏହି ଟ୍ରେନଟି ଆସୁଛି । ଟ୍ରେନରେ ଥିବା ସମସ୍ତ ପ୍ରବାସୀ ଭଦ୍ରକ ଷ୍ଟେସନରେ ଓହ୍ଲାଇବେ । ସାମାଜିକ ଦୂରତ୍ବ ରକ୍ଷା ତଥା ଶ୍ରମିକମାନଙ୍କୁ ସୁବିଧାରେ କ୍ବାରେଣ୍ଟାଇନ୍ ସେଣ୍ଟରକୁ ପଠାଇବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ଷ୍ଟେସନ ପରିସରରେ ସମସ୍ତ ବ୍ୟବସ୍ଥାର ତଦାରଖ କରିଛନ୍ତି ବରିଷ୍ଠ ଅଧିକାରୀ । ଷ୍ଟେସନରେ ସମସ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ ସେମାନଙ୍କୁ ନିଜ ନିଜ ଜିଲ୍ଲାକୁ ବସରେ ପଠାଯିବ । ସେହିପରି ଆସନ୍ତାକାଲି ମଧ୍ୟ ଗୋଟିଏ ଟ୍ରେନ୍ ଭଦ୍ରକ ଆସିବ ବୋଲି ସୂଚନା ରହିଛି ।

   Related Posts