Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||

ପରୀ ମୃତ୍ୟୁ ମାମଲା: ଅରୁଣ ବୋଥ୍ରା କହିଲେ, ‘ଅଭିଯୁକ୍ତ ବିରୋଧରେ ଅଛି ଯଥେଷ୍ଟ ପ୍ରମାଣ’

21/12/2020 at 2:37 PM

ଭୁବନେଶ୍ବର୨୧/୧୨: ପରୀ ମୃତ୍ୟୁ ମାମଲାରେ ମୁଖ୍ୟ ଅଭିଯୁକ୍ତକୁ ଏସ୍‌ଆଇଟି ଗିରଫ କରିଛି। ଗତକାଲି ନୟାଗଡ଼ ଯଦୁପୁରରୁ ଅଭିଯୁକ୍ତକୁ ଉଠାଇ ନେଇଥିଲା ଏସଆଇଟି। ସୋମବାର ନୟାଗଡ଼ ପୋକ୍ସୋ କୋର୍ଟରେ ଅଭିଯୁକ୍ତକୁ ହାଜର କରାଯିବ । ଅନ୍ୟପଟେ ପରୀ ହତ୍ୟା ମାମଲାର ତଦନ୍ତ ଭାର ଦାୟିତ୍ବ ନେଇଥିବା ଏସଆଇଟିର ମୁଖ୍ୟ ଅରୁଣ ବୋଥ୍ରା କହିଛନ୍ତି ଯେ, ଅଭିଯୁକ୍ତ ବିରୋଧରେ ଯଥେଷ୍ଟ ପ୍ରାମାଣ ଅଛି। ହତ୍ୟାକାରୀ ଜଣେ ନାବାଳକ।

ପୂର୍ବରୁ ତାକୁ ୧୦ ଥର ପଚରାଉଚୁରା ସରିଛି। ସୋମବାର ସନ୍ଧ୍ୟାରେ ସମ୍ବାଦିକ ସମ୍ମିଳନୀ କରି ବିସ୍ତୃତ ଭାବେ ସୂଚନା ଦିଆଯିବ। ଯଦୁପୁରରେ ଏସ୍‌ଆଇଟି ଟିମ୍ ତନାଘନା ଆରମ୍ଭ କରିଛି। ଏପରି କି ପ୍ରମାଣ ପାଇଁ ପମ୍ପ ସାହାଯ୍ୟରେ ପୋଖରୀ ଶୁଖାଯିବ ବୋଲି କହିଛନ୍ତି।

   Related Posts