Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ

26/10/2021 at 6:32 PM

ମୁମ୍ୱାଇ, ୨୬/୧୦: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କୁ ଜାମିନ୍‌ ଆବେଦନର ଆଜି ଶୁଣାଣି ହୋଇଥିଲା । ହେଲେ ଆଜି ଏହା ଅସମ୍ପୂର୍ଣ ରହିଛି । କୋର୍ଟ ଏହାର ବିଚାରକୁ ଆସନ୍ତା କାଲି ପର୍ଯ୍ୟନ୍ତ ସ୍ଥଗିତ କରିଛନ୍ତି । ଅର୍ଥାତ୍‌ କାଲି ଏହାର ପୁନଃ ଶୁଣାଣି କରାଯିବ ।

ଆଜି ବମ୍ୱେ ହାଇକୋର୍ଟଙ୍କ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ଯାଇଥିବାରୁ କୋର୍ଟ ବନ୍ଦ ହୋଇଛି । ଉଭୟ ପକ୍ଷଙ୍କ  ଅସମ୍ପୂର୍ଣ୍ଣ ରହିଛି । ଆସନ୍ତାକାଲି ଦିନ ୨.୩୦ରେ ପୁଣିଥରେ ବେଲ୍‌ ଆବେଦନର ଶୁଣାଣି କରାଯିବ ବୋଲି ଜଣାପଡ଼ିଛି ।

   Related Posts