Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ହାଜତ ମିଆଦ ବୃ୍ଦ୍ଧି କଲେ କୋର୍ଟ, ଅକ୍ଟୋବର ୩୦ ଯାଏଁ ଜେଲ୍‌ରେ ରହିବେ ଆର୍ଯ୍ୟନ

21/10/2021 at 5:25 PM

ମୁମ୍ୱାଇ, ୨୧/୧୦: କ୍ରୁଜ୍‌ରେ ଡ୍ରଗ୍ସ ପାର୍ଟି ମାମଲାରେ ଶାହରୁଖ ଖାନ୍‌ଙ୍କ ପୁଅ ଏବେ ଜେଲ୍‌ରେ ଥିବା ବେଳେ ଗତକାଲି ତାଙ୍କର ଜାମିନ୍‌ ଆବେଦନର ଶୁଣାଣି କରି ସ୍ୱତନ୍ତ୍ର କୋର୍ଟ ଖାରଜ କରିଦେଇଥିଲେ । ଆଜି ସ୍ୱତନ୍ତ୍ର NCB କୋର୍ଟ ତାଙ୍କର ହାଜତ ମିଆଦକୁ ବୃଦ୍ଧି କରିଛନ୍ତି । ଅକ୍ଟୋବର ୩୦ ଯାଏଁ ସେ ହାଜତରେ ରହିବେ ବୋଲି କୋର୍ଟ କହିଛନ୍ତି । ଏଥି ସହିତ ଅନ୍ୟ ଅଭିଯୁକ୍ତମାନେ ମଧ୍ୟ ୩୦ ତାରିଖ ଯାଏଁ ହାଜତରେ ରହିବେ ବୋଲି ଜଣାପଡ଼ିଛି ।

   Related Posts