Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହେଲେ କେରଳ ସରକାର….

14/01/2020 at 9:58 PM

କେରଳ୧୪/୧: ନାଗରିକତା ସଂଶୋଧନ ଆଇନ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହେଲେ କେରଳ ସରକାର । ଏହି ଆଇନକୁ ଅସାମ୍ବିଧାନିକ ଦର୍ଶାଇ ସୁପ୍ରିମକୋର୍ଟରେ ପିଟିଶନ ଦାଖଲ କରିଛନ୍ତି ରାଜ୍ୟ ସରକାର । ଏହି ଆଇନ ସମ୍ବିଧାନର ଅନୁଚ୍ଛେଦ ୧୪, ୨୧ ଏବଂ ୨୫ ସହିତ ଧର୍ମନିରପେକ୍ଷତାର ମୂଳ ସିଦ୍ଧାନ୍ତ ବିରୋଧୀ ବୋଲି ସରକାର ଦର୍ଶାଇଛନ୍ତି।

ସୁପ୍ରିମକୋର୍ଟ ସିଏଏ ସମ୍ପର୍କିତ ମାମଲାର ଶୁଣାଣି ଆସନ୍ତା ୨୨ ତାରିଖରେ କରିବେ। ଏହା ପୂର୍ବରୁ କେରଳ ସରକାର ରାଜ୍ୟ ବିଧାନସଭାରେ ସିଏଏ ବିରୋଧରେ ପ୍ରସ୍ତାବ ପାରିତ କରିସାରଛନ୍ତି । ରାଜ୍ୟରେ ସିଏଏ ଏବଂ ଏନଆରସି ଲାଗୁ ହେବ ନାହିଁ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ସ୍ପଷ୍ଟ କରିଛନ୍ତି।

 ଅନ୍ୟପଟେ ଦେଶର ବିଭିନ୍ନ ହାଇକୋର୍ଟରେ ସିଏଏକୁ ଚ୍ୟାଲେଞ୍ଜ କରି ଏକାଧିକ ପିଟିଶନ ଦାଖଲ କରାଯାଇଛି। ଏସବୁ ପିଟିଶନକୁ ସୁପ୍ରିମକୋର୍ଟକୁ ସ୍ଥାନାନ୍ତର କରି ଏକାସାଙ୍ଗରେ ଶୁଣାଣି କରିବାକୁ କେନ୍ଦ୍ର ସରକାର ନିବେଦନ କରିଥିଲେ। ସୁପ୍ରିମକୋର୍ଟ ଆସନ୍ତା ୨୨ ତାରିଖରେ କେନ୍ଦ୍ର ସରକାରଙ୍କ ପିଟିଶନ ସମେତ ସିଏଏ ସମ୍ବନ୍ଧୀୟ ସମସ୍ତ ପିଟିଶନର ଶୁଣାଣି କରିବେ ବୋଲି କହିଛନ୍ତି।  

   Related Posts