Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଭୁବନେଶ୍ବର : ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍‌ଲାଇନ୍, ଆବଶ୍ୟକତା ନଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
  • ||
  • ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ, ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭୁବନେଶ୍ବର : BMCର ପେଡ୍ କ୍ବାରେଣ୍ଟାଇନ୍ ବ୍ୟବସ୍ଥା, ନନ୍ ଏସି ୧୦୯୯ ଓ ଏସି ରୁମ୍ ୧୪୯୯ ଟଙ୍କା
  • ||
  • ଭୁବନେଶ୍ବର : ପିପିଲି ହିଂସା ଘଟଣା, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି
  • ||
  • କରଞ୍ଜିଆ : ବିଡିଓଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ, ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ନିର୍ବାଚିତ ଜନ ପ୍ରତିନିଧିଙ୍କ ଧାରଣା ୪ର୍ଥ ଦିନରେ
  • ||

ଶ୍ରୀମନ୍ଦିର ବୁଲିଲେ ASI ଟିମ୍: ମରାମତି ଯାଞ୍ଚ କଲେ ବିଶେଷଜ୍ଞ

7/04/2021 at 12:14 PM

ପୁରୀ ୭|୪:ପୁରୀ ଶ୍ରୀମନ୍ଦିର ଯାଇ ମରାମତି କାର୍ଯ୍ୟ ଯାଞ୍ଚ କରିଛନ୍ତି ଏଏସଆଇର ବରିଷ୍ଠ ଅଧିକାରୀ । ଏଏସଆଇର ଯୁଗ୍ମ ମହାନିର୍ଦ୍ଦେଶକ ଅରୁଣେନ୍ଦ୍ର କୁମାରଙ୍କ ନେତୃତ୍ୱରେ ଅଧିକାରୀମାନେ ଏହି ଯାଞ୍ଚ କରିଛନ୍ତି ।

ମନ୍ଦିରରୁ ଖସିଥିବା ହିରଣ୍ୟକସ୍ୟପ ମୂର୍ତ୍ତି ମରାମତି ଓ ପୁନଃ ସ୍ଥାପନା କରାଯିବ ବୋଲି କହିଛନ୍ତି ଟିମର ସଦସ୍ୟ । ଏହାସହ ଶ୍ରୀମନ୍ଦିରରେ ଚାଲିଥିବା ସମସ୍ତ କାର୍ଯ୍ୟର ଯାଞ୍ଚ କରାଯାଇ ପଦକ୍ଷେପ ନିଆଯିବୂ ବୋଲି ଏଏସଆଇ ପକ୍ଷରୁ କୁହାଯାଇଛି । ସମୀକ୍ଷା ପରେ ସୂଚନା ଦେଇଛନ୍ତି ପ୍ରତ୍ନତତ୍ତ୍ୱ ବିଭାଗର ରାଜ୍ୟ ଅଧିକ୍ଷକ ଅରୁଣ ମଲ୍ଲିକ । ଗତ କିଛି ଦିନ ତଲେ ଶ୍ରୀମନ୍ଦିର ହିରଣ୍ୟ କସ୍ୟପ ମନ୍ଦିରରୁ ମୂର୍ତ୍ତି ଖସି ଆହତ ହୋଇଥିଲେ ଜଣେ ସେବାୟତ ।

   Related Posts