Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ପୁରୀରେ ବିଜେପିର ଜନଜାତି ରାଷ୍ଟ୍ରୀୟ ମହାଅଧିବେଶନ ; ଯୋଗଦେଲେ ଆସାମ ମୁଖ୍ୟମନ୍ତ୍ରୀ

2/02/2019 at 1:16 PM

ପୁରୀ ୨|୨: ପୁରୀରେ ବିଜେପିର ଜନଜାତି ରାଷ୍ଟ୍ରୀୟ ମହାଅଧିବେଶନ ଆରମ୍ଭ ହୋଇଛି । ପୁରୀ ତାଳବଣିଆ ସ୍ଥିତ ଇନଡ଼ୋର ଷ୍ଟାଡ଼ିୟମରେ ୨ ଦିନିଆ ବିଜେପି ଜନଜାତି ରାଷ୍ଟ୍ରୀୟ ମହାଅଧିବେଶନ ଅନୁଷ୍ଠିତ ହେଉଛି । ଏହି ମହାଅଧିବେଶନରେ ଆମାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲ । ଜନଜାତିଙ୍କ ସୁରକ୍ଷା, ଅଧିକାର, ସମସ୍ୟା କେନ୍ଦ୍ର ସରକାର ଗ୍ରହଣ କରିଥିବା ଯୋଜନା ସଂପର୍କରେ ମହାଅଧିବେଶନରେ ଆଲୋଚନା । ଏଥିରେ ସମଗ୍ର ଭାରତରୁ ୭୦ ଜଣ ସାଂସଦ, ୬୦ ଜଣ ପୂର୍ବତନ ସାଂସଦ, ବିଧାୟକ, କର୍ପୋରେଟର ଓ ଜନଜାତି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ସାମିଲ୍ ହୋଇଛନ୍ତି ।

ଆସନ୍ତାକାଲି ରାଜ୍ୟର ଏକ ଲକ୍ଷ ଜନଜାତିଙ୍କୁ ନେଇ ଅଧିବେଶନ ସହ ସାଧାରଣ ସଭା ଅନୁଷ୍ଠିତ ହେବ। ଏଥିରେ ବିଜେପି ଅଧ୍ୟକ୍ଷ ଅମିତ୍ ଶାହା ଯୋଗଦେବେ । ଇନଡ଼ୋର ଷ୍ଟାଡ଼ିୟମ୍ ଭିତରେ ଓ ବାହାରେ ପୃଥକ୍ ପୃଥକ୍ ଭାବେ ଦୁଇଟି ସଭାସ୍ଥଳର ଆୟୋଜନ କରାଯାଇଛି ।

   Related Posts