Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ବିଧାନସଭାରେ ପୁଣି ମମିତା ତାତି : ୪ର୍ଥ ଦିନରେ ଚାଲିପାରିଲାନି ପ୍ରଶ୍ନକାଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

4/12/2021 at 11:09 AM

ଭୁବନେଶ୍ୱର ୦୪।୧୨: ବିଧାନସଭା ଶୀତ ଅଧିବେଶନର ଚତୁର୍ଥ ଦିନରେ ବି ଗୃହରେ ବିରୋଧୀଙ୍କ ହଙ୍ଗାମା । ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ବିରୋଧୀଙ୍କ ହଟ୍ଟଗୋଳ ଲାଗି ମୁଲତବୀ ରଖିଲେ ବାଚସ୍ପତି ।

ଖବର ଅନୁଯାୟୀ, ଶୀତ ଅଧିବେଶନରେ ଚତୁର୍ଥ ଦିନରେ ବି ବିରୋଧୀଙ୍କ ହଙ୍ଗାମା ଜାରି  । ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ର ବିରୋଧୀ କଂଗ୍ରେସ ଦଳର ସଦସ୍ୟମାନେ ହୋହାଲ୍ଲା ସହ ନାରାବାଜି କରିଥିଲେ । ଆଉ ଗୃହରେ ପୁଣି ଉଠାଇଥିଲେ ମମିତା ମେହେର ପ୍ରସଙ୍ଗ । ଏପିରିକି ବ୍ରାହ୍ମଣ ବେଶରେ ଆସି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରତିବାଦ ଜଣାଇଥିଲେ । ଏହାସହିତ ଗୃହକୁ ଶୋଧନ କରିବାକୁ ଯାଇ ଗଙ୍ଗାଜଳ ମଧ୍ୟ ଛିଞ୍ଚିଥିଲେ ବିଧାୟକ ତାରା ବାହିନୀପତି । ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ର ବିରୋଧୀଙ୍କ ହଟ୍ଟଗୋଳ ଓ ନାରାବାଜିକୁ ନେଇ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି । ଅପରାହ୍ନ ୪ଟା ଯାଏଁ ବିଧାନସଭାକୁ ମୁଲତବୀ ରଖିଛନ୍ତି ବାଚସ୍ପତି ।

   Related Posts