Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ସପ୍ତମ ଦିନରେ ବି ବିଧାନସଭାରେ ଅଚଳାବସ୍ଥା, ସାଢେ ୧୧ଟା ଯାଏଁ ଗୃହ ମୁଲତବୀ

8/12/2021 at 10:54 AM

ଭୁବନେଶ୍ଵର ୦୮। ୧୨ : ସପ୍ତମ ଦିନରେ ଆଜି ବିଧାନସଭା ଅଚଳ। ପୂର୍ବ ଦିନ ଭଳି ଆଜି ମଧ୍ୟ ଗୃହରେ ଅଚଳାବସ୍ଥା। ଆରମ୍ଭରୁ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କଲେ ଶାସକ ଓ ବିରୋଧୀ ବିଧାୟକ । ଯାହାକୁ ନେଇ ଗୃହକୁ ୧୧ ଟା ୩୦ ଯାଏଁ ମୁଲତବୀ ରଖିଲେ ବାଚସ୍ପତି ।

ଖବର ଅନୁଯାୟୀ, ମମିତା ମେହେର ମାମଲାରେ ଗୋବିନ୍ଦଙ୍କ ଓକିଲକୁ ନେଇ ବିଜେଡି ଓ ବିଜେପି ମୁହାଁମୁହିଁ ହୋଇଛନ୍ତି । ଗୋବିନ୍ଦ ସହ ନବୀନ ଉପସ୍ଥିତ ଥିବାର ଏକ ଫଟୋ ଦେଖାଇ ବିଜେପି ହଟ୍ଟଗୋଳ କରିଛି। ସେପଟେ ବିଜେଡି ମଧ୍ୟ ଗୋବିନ୍ଦଙ୍କ ଓକିଲ ସହ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିବା ଏକ ଫଟୋ ଦେଖାଇ ସମାନ ଅଭିଯୋଗ ଆଣିଛି। ଉଭୟ ଶାସକ ଓ ବିରୋଧୀ ଦଳର ହୋହାଲ୍ଲା ଯୋଗୁଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି। ହଟ୍ଟଗୋଳ ଯୋଗୁଁ ଦିନ ସାଢେ ୧୧ଟା ଯାଏଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି।

   Related Posts