ନଭେମ୍ବର ୧୩ରୁ ବିଧାନସଭାର ଶୀତ ଅଧିବେଶନ
24/10/2019 at 7:24 PM

ଭୁବନେଶ୍ୱର ୨୪।୧୦: ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୧୩ରୁ ଆରମ୍ଭ ହେବ। ବିଧାନସଭା ସଚିବାଳୟ ଗୁରୁବାର ଏହି ସୂଚନା ଦେଇଛନ୍ତି। ଏହି ଅଧିବେଶନ ଡିସେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଧାନସଭାର ଏହି ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ସ୍ଥିରିକୃତ ହୋଇଛି।
Related Posts
ଝାରପଡା ଜେଲ୍ରେ କଏଦୀ ମୃତ, ୨୦୦୮ମସିହାରୁ ଥିଲା ଜେଲ୍ରେ
16 January 2021