Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡ୍‌କୁ ସହାୟତା ପ୍ରଦାନ କର: ନବୀନ ପଟ୍ଟନାୟକ

6/04/2020 at 12:45 PM

ଭୁବନେଶ୍ବର୬/୫: କରୋନା ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡକୁ ଦାନ କରିବା ପାଇଁ ନିବେଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଭଳି ଭୟଙ୍କର ସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ସହୃଦୟ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଅନ୍ୟମାନେ ସହାୟତା କରିବା ପାଇଁ ମୁଖ୍ୟମନ୍ତ୍ରୀ ଟ୍ବିଟ୍‌ ଜରିଆରେ ରାଜ୍ୟବାସୀଙ୍କୁ ଅପିଲ୍‌ କରିଛନ୍ତି।

ଏଭଳି କଠିନ ପରିସ୍ଥିତିରେ ସରକାର ଏବଂ ଜନସାଧାରଣ ଏକ ହେଲେ କରୋନା ସହ ମୁକାବିଲା କରିହେବ। ଏପରି କି ବିଏମ୍‌ସି ପକ୍ଷରୁ ପରିବା ପାଇଁ ୧୯୨୯ ହେଲ୍‌ପ ଲାଇନ୍ ନଂ ଜାରି ହୋଇଛି।

   Related Posts