Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଅଗ୍ନିବିପନ୍ନଙ୍କୁ ପ୍ରଶାସନ ଓ ବିଭିନ୍ନ ସଂଗଠନ ପକ୍ଷରୁ ସହାୟତା ପ୍ରଦାନ

13/05/2020 at 8:04 AM

ଭଦ୍ରକ ୧୩।୦୫: ଭଦ୍ରକ ଜିଲ୍ଲା ଗୁଆମାଳ ପଞ୍ଚାୟତର ନୂଆଶାସନ ଗାଁର ଅଗ୍ନିବିପନ୍ନଙ୍କୁ ସହାୟତା । ନୂଆଶାସନ ଗାଁର ୬ ପରିବାରର ୨୦ ବଖରାରୁ ଅଧିକ ଘର ଅଗ୍ନିକାଣ୍ଡରେ ଭସ୍ମୀଭୂତ ହୋଇଥିଲା । ପରେ ତଦନ୍ତ ପରେ ସ୍ଥାନୀୟ ସରପଞ୍ଚ ଓ ବ୍ଲକ ପ୍ରଶାସନ ତରଫରୁ ସହାୟତା ଯୋଗାଇ ଦିଆଯାଇଛି ।

ଭଦ୍ରକ ଜିଲ୍ଲା ର ବିଭିନ୍ନ ସାମାଜିକ ସଂଗଠନ ମାନେ ମଧ୍ୟ ଅଗ୍ନିବିପନ୍ନ ଙ୍କୁ ସହାୟତାର ହାତ ବଢାଇଛି । ସହିଦ ଭାଗତସେନା ଓ ଭଦ୍ରକ ଜିଲ୍ଲା ରକ୍ତ ସଂଗଠନ ତରଫରୁ ସହାୟତା ଦିଆଯାଇଛି । ରକ୍ତ ସଂଗଠନ ର କର୍ମକର୍ତ୍ତା ମାନେ ନୂଆଶାସନ ଗାଁରେ ପହଞ୍ଚି ସେମାନଙ୍କୁ ଭେଟିଛନ୍ତି । ଶୁଖିଲା ଖାଦ୍ୟ ସହ ଅନ୍ୟାନ୍ୟ ଘରକରଣା ସାମଗ୍ରୀ ମଧ୍ୟ ପ୍ରଦାନ କରିଛନ୍ତି ।

   Related Posts