Tuesday, October 15, 2019

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ

ପୁରୀ ୧୬/୯: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ସହକାରୀ ଯନ୍ତ୍ରୀ। ନିମାପଡାର ଜଳସମ୍ପଦ ସହକାରୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ବାଳଙ୍କୁ ଭିଜିଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଚଢାଉ କରିଛି ପୋଲିସ୍।

ଭୁବନେଶ୍ବର ଭିଜିଲାନ୍ସ ଡିଏସ୍‌ପି ସୁଶାନ୍ତ କୁମାର ପାଣିଗ୍ରାହୀଙ୍କ ନେତୃତ୍ବରେ ଏହି ଚଢ଼ାଉ ହୋଇଛି। ପୁରୀର ମାଟିଆପଡା, ମଧୁବନସ୍ଥିତ ପୈତୃକ ଘର, କୁମୁଟିବଗିଚା, ସତ୍ୟବାଦୀ, ବଳଙ୍ଗା, ନିମାପଡା ଭଳି ୭ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି ପୋଲିସ୍।

297 Views

   ସମ୍ବନ୍ଧିତ ଖବର