Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ଭିଜିଲାନ୍ସ ଜାଲରେ ସରକାରୀ ବାବୁ, ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

21/12/2019 at 8:59 AM

ଆନନ୍ଦପୁର ୨୧।୧୨: ଭିଜିଲାନ୍ସ ଜାଲରେ ସରକାରୀ ବାବୁ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି ।

ସୁବଳଙ୍କ ବାସଭବନ ଓ ଅଫିସ ସମେତ ୯ଟି ସ୍ଥାନରେ ଚଢାଉ କରୁଛନ୍ତି ୨ଟି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ ଜାରି ରଖିଛି ।

   Related Posts