ଭିଜିଲାନ୍ସ ଜାଲରେ ସରକାରୀ ବାବୁ, ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

Published By : Prameya-News7 Bureau | December 21, 2019 IST

ଆନନ୍ଦପୁର ୨୧।୧୨: ଭିଜିଲାନ୍ସ ଜାଲରେ ସରକାରୀ ବାବୁ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି ।

{"id":200440,"sizeSlug":"large"}

ସୁବଳଙ୍କ ବାସଭବନ ଓ ଅଫିସ ସମେତ ୯ଟି ସ୍ଥାନରେ ଚଢାଉ କରୁଛନ୍ତି ୨ଟି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.