Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଗସ୍ତି ନୂଆଗାଁ ଓ ଚମାଖଣ୍ଡି ପଞ୍ଚାୟତର ସରପଞ୍ଚ ଏବଂ ସମିତି ସଭ୍ୟ ପ୍ରାର୍ଥୀ ନିର୍ଦ୍ବନ୍ଦରେ ନିର୍ବାଚିତ
  • ||
  • ରାଜ୍ୟରେ ବୁଧବାର ସୁସ୍ଥହେଲେ ଆଉ ୧୦ହଜାର ୭୮ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୭୩ ଜଣ ଡିସଚାର୍ଜ
  • ||
  • ପାଟ୍ରୋଲିଂ ଗାଡିକୁ ଚକ୍‌ମା ଦେଇ ଖସିଯିବା ବେଳେ ଗୋଡାଇ ଗୋଡାଇ କାବୁ କଲା ପୋଲିସ: ଅଟୋରୁ ବିପୁଳ ଗଞ୍ଜେଇ ଜବତ, ୫ ଗିରଫ
  • ||
  • ମାତ୍ର ୬୦ ସେକେଣ୍ଡରେ ଜଣାପଡିବ ଶରୀରର ରକ୍ତ ସର୍କରା, ଛୁଞ୍ଚିର ଭୟ ରହିବନି… ଆସିଗଲା ନୂଆ ମେସିନ୍
  • ||
  • ଖଲ୍ଲିକୋଟ : ପଞ୍ଚାୟତ ନିର୍ବାଚନ ପାଇଁ ଗଞ୍ଜାମ ଜିଲ୍ଲାର ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ, ମୈଦାନରେ ୧୩ ହଜାର ୬୭୫ ପ୍ରାର୍ଥୀ
  • ||
  • ସମ୍ବଲପୁର : ଭୀମସାର ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୋଡ ଭାଙ୍ଗିବା ସହ ଶରୀରରେ ଲାଗିଛି ଆଘାତ
  • ||
  • ଭୁବନେଶ୍ବର : ଜାଲ୍‌ ପ୍ରମାଣପତ୍ର ଦେଇ ୩କୋଟି ୬୮ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ପିଏନବି ପୂର୍ବତନ ମୁଖ୍ୟ ପରିଚାଳକ ସମେତ ୩ ଗିରଫ
  • ||
  • ଭୁବନେଶ୍ବର : କୋଭିଡ୍‌ର କେବେ ବି ଅନ୍ତ ହେବନାହିଁ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କମିବା ନେଇ ମିଳିଲାଣି ସଂକେତ : SRC
  • ||
  • ପୁରୀ : ମହିଳାଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ୍ ପଡିଲା ମହଙ୍ଗା, ଅଭିଯୁକ୍ତ ଗିରଫ
  • ||

ଭିଜିଲାନ୍ସ ଜାଲରେ ସହକାରୀ ଉଦ୍ୟାନ ଅଧିକାରୀ, ୧୮ଶହ ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ

12/09/2019 at 2:40 PM

ଆଠଗଡ ୧୨।୯: ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା ବଡ଼ମ୍ବା ସହକାରୀ ଉଦ୍ୟାନ ଅଧିକାରୀ । ଗିରଫ ଅଧିକାର ହେଲେ ଜଗମୋହନ ଦେବତା । ମହାତ୍ମାଗାନ୍ଧି ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ୧୦,୦୦୦ ଟଙ୍କାର ବିଲ୍ କରାଇବା ପାଇଁ ୧୮୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାନ୍ସର ସ୍ଵତନ୍ତ୍ର ଟିମ୍ ତାଙ୍କୁ ଗିରଫ କରିଛି । ଖୁଣ୍ଟକଟା ଗ୍ରାମର ବିରଞ୍ଚି ନାରାୟଣ ରାଉତଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଡିଏସପି ବେଣୁଧର ନାୟକଙ୍କ ନେତୃତ୍ବରେ ସ୍ଵତନ୍ତ୍ର ଟିମ୍ ଚଢାଉ କରିଥିଲା। ଚଢାଉ ପରେ ଭିଜିଲାନ୍ସ ପକ୍ଷରୁ ଅଭିଯୋଗ ସମ୍ପର୍କିତ ସମସ୍ତ କାଗଜପତ୍ର ଜବତ କରିବା ସହିତ ଅଭିଯୁକ୍ତକୁ ଗିରଫ କରିଥିବା ଜଣାପଡ଼ିଛି ।

   Related Posts