Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ଭିଜିଲାନ୍ସ ଜାଲରେ ସହକାରୀ ଶିକ୍ଷକ

21/12/2018 at 4:55 PM

କେନ୍ଦ୍ରାପଡ଼ା ୨୧|୧୨: କେନ୍ଦ୍ରାପଡ଼ା ଜିଲ୍ଲା ସଦର ଥାନା ଅନ୍ତର୍ଗତ ଯମପଡା ହାଇସ୍କୁଲର ସହକାରୀ ଶିକ୍ଷକ ରଞ୍ଜନ କୁମାର ନାୟକଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି | ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରଞ୍ଜନଙ୍କ କଳପଡl ସ୍ଥିତ ବାସଭବନ ସମେତ ସ୍କୁଲ କାର୍ଯ୍ୟାଳୟ ଓ ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିଲା | ଚଢାଉ ବେଳେ ରଞ୍ଜନ ଓ ତାଙ୍କ ସ୍ତ୍ରୀ ଙ୍କ ନାମରେ ୫ଟି ଟ୍ରକ୍, ଗୋଟିଏ କାର୍ ଓ ୩ଟି ବାଇକ୍ ରହିଛି । ଏହା ବ୍ୟତୀତ ରଞ୍ଜନ ଓ ତାଙ୍କ ପରିବାର ସଦସ୍ୟଙ୍କ ନାମରେ କିଛି ବ୍ୟାଙ୍କ ଜମା ଖାତା ମିଳିଥିବାବେଳେ ଘରୁ ପ୍ରାୟ ଚାରି ଶହ ଗ୍ରାମ ସୁନା ଅଳଙ୍କାର ଏବଂ କିଛି ଜମି କାଗଜ ପତ୍ର ମଧ୍ୟ ଭିଜିଲାନ୍ସ ଯବତ କରିଛି | କେନ୍ଦ୍ରାପଡ଼ା ଭିଜିଲାନ୍ସ ଡିଏସପି ସୁରେନ୍ଦ୍ର ନାଥ ରାୟଗୁରୁଙ୍କ ତତ୍ତ୍ଵାବଧାନରେ ଚଢାଉ କରାଯାଇଥିଲା |

   Related Posts